Hot Posts

6/recent/ticker-posts

ଦଳପଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟପକ୍ଷରୁ ୭୯ତମ ସ୍ୱାଧୀନତା ଦିବସ ପାଳିତ ।

ଖଜୁରୀପଡା, ୧୫/୮(ଅଚ୍ୟୁତ ଯାନୀଙ୍କ ରିପୋର୍ଟ) କନ୍ଧମାଳ ଜିଲ୍ଲାର ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଦଳପଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଆଜି ୭୯ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଦଳପଡା ସରପଞ୍ଚ ଶ୍ରୀମତୀ ପଦ୍ମିନୀ ମଲିକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏଥିରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣଚନ୍ଦ୍ର ବାରିକ, ସହକାରୀ ଶିକ୍ଷକ ରାଜନାରାୟଣ ଦାଶ, ଉଦୟନାଥ ପ୍ରଧାନ, ସନ୍ତୋଷ କୁମାର ପ୍ରଧାନ ,ଶଙ୍କର୍ଷଣ ଯାନୀ ସମେତ ସମସ୍ତ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ ।