ବାଲୁକା କଳାରେ ବ୍ୟାସକବି ଙ୍କୁ ଶ୍ରଦ୍ଧାଞ୍ଜଳି
କର୍ଲାମୁଣ୍ଡା, ୧୨/୦୧ (ସୁଶାନ୍ତ ରଣା) : ବ୍ୟାସକବି ଫକୀର ମୋହନ ସେନାପତିଙ୍କ ୧୮୪ ତମ ଜନ୍ମ ବାର୍ଷିକୀ ଅବସରରେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।