ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୨୯ ପ୍ରତିଶତ ଏସଆଇଆର୍ ଫର୍ମ ବଣ୍ଟନ
ଯାଜପୁର, ୦୪/୦୬ ( ପ୍ରଦୀପ କୁମାର ମଲ୍ଲିକ ) : ଯାଜପୁର ଜିଲ୍ଲାରେ ଚଳିତ ବର୍ଷ ମଇ ୩୦ ତାରିଖରୁ ଆରମ୍ଭ ହୋଇଛି ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା। ଜିଲ୍ଲାରେ ନିୟୋଜିତ ଥିବା ବ୍ଲକ ସ୍ତରୀୟ ଅଧିକାରୀ (ବିଏଲଓ) ମାନେ ଘରକୁ ଘର ପରିଦର୍ଶନ କରି ମତଦାତାଙ୍କୁ ପରିଗଣନା ଫର୍ମ ବଣ୍ଟନ କରୁଛନ୍ତି। ଜନସାଧାରଣଙ୍କୁ ଫର୍ମ ପୂରଣରେ ବିଏଲଓ ମାନେ ସହଯୋଗ କରୁଛନ୍ତି। ଜିଲ୍ଲାରେ ମୋଟ ୧୫,୩୭,୧୦୧ ଜଣ ଭୋଟର ଅଛନ୍ତି। ଏହି ପରିପ୍ରେକ୍ଷୀରେ ୪ ଜୁନ୍ ୨୦୨୬ ସୁଦ୍ଧା ଯାଜପୁର ଜିଲ୍ଲାରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ମୋଟ