Hot Posts

6/recent/ticker-posts

କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଅସୁସ୍ଥ

କଟକ, ୨୯/୦୬ ( ଦେବୀ ଦତ୍ତ ଶିବପ୍ରସାଦ ) : ଦର୍ଶକ ବନ୍ଧୁ କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଙ୍କ ରକ୍ତହୀନତା ଅସୁସ୍ଥତା କାରଣରୁ କଟକ ଏସ ସି ବି ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଏହି ପରିପେକ୍ଷୀରେ ରବିବାର ଦିନ ରାଜ୍ୟସଭା ସାଂସଦ ଦିଲ୍ଲୀପ ରାୟ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ, ପୂର୍ବତ୍ତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା, ଆଇନିଜିବୀ ଧରଣୀଧର ନାୟକ, ବିଜେପି ନେତ୍ରୀ ସ୍ମୃତି ପଟ୍ଟନାୟକ, ଅଭିନେତା ଶ୍ରୀତମ ଦାସ ପ୍ରମୁଖ ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ।


କଟକ ରୁ ଦେବୀ ଦତ୍ତ ଶିବପ୍ରସାଦ